Breaking PLUSଓଡ଼ିଶାମୁଖ୍ୟ ଖବର

ସେବା କାର୍ଯ୍ୟ ବେଳେ ଟଳିପଡ଼ିଲେ ସେବାୟତ

ପୁରୀ- ଶ୍ରୀମନ୍ଦିରରେ ସେବା କାର୍ଯ୍ୟ ବେଳେ ଟଳିପଡ଼ିଲେ ସେବାୟତ। ବୁଧବାର ଦ୍ବିପ୍ରହର ଧୂପ ପାଇଁ ମନ୍ଦିରରେ ପାଣି ପକାଉଥିବାବେଳେ ସେବାୟତ ଜଗା ସୁଆରବଡୁ ଟଳିପଡ଼ିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲା ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Show More

Related Articles

Back to top button