Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟ କ୍ୟାବିନେଟରେ 10ଟି ପ୍ରସ୍ତାବରେ ମୋହର

ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା l
ବୈଠକ ପରେ ମାନ୍ୟବର ମୁଖ୍ୟମନ୍ତ୍ରୀ କ୍ୟାବିନେଟ ବୈଠକରେ ହୋଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ ମାଧ୍ୟମ କୁ ସୂଚନା ଦେଇଛନ୍ତି l
ମୋଟ 9 ଟି ବିଭାଗର 10 ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବ ଗୁଡ଼ିକ ଆଲୋଚନା ପରେ ଅନୁମୋଦନ କରାଯାଇଛି l ( ତନ୍ମଧ୍ୟରେ ଗୋଟିଏ ପ୍ରସ୍ତାବ ସପ୍ତଦଶ ଓଡ଼ିଶା ବିଧାନ ସଭାର ତୃତୀୟ ଅଧିବେଶନ ଆହୂତ ସମ୍ପର୍କିତ ) ଥିଲା l
ଅନୁଷ୍ଠିତ ପ୍ରେସ ବିବୃତ୍ତି ସମୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ସୂଚନା ଓ ଲୋକ ସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ ଉପସ୍ଥିତ ଥିଲେ l

Show More

Related Articles

Back to top button