Breaking PLUSଓଡ଼ିଶାମୁଖ୍ୟ ଖବର

ପୁଣି ରିମାଣ୍ଡରେ ଆସିବେ ହାଇପ୍ରୋଫାଇଲ୍ ଠକ ହଂସିତା-ଅନୀଲ

ଭୁବନେଶ୍ୱର- ପୁଣି ରିମାଣ୍ଡରେ ଆସିବେ ହାଇପ୍ରୋଫାଇଲ୍ ଠକ ହଂସିତା-ଅନୀଲ  । ଉଭୟଙ୍କୁ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଛି ପୋଲିସ । ଯୁବତୀ ଚାଲାଣ ପ୍ରସଙ୍ଗରେ ଅଧିକ ଖୋଳତାଡ଼ ପାଇଁ ଆଣିବ ପୋଲିସ  । କମିଶନରେଟ ପୋଲିସର ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌ କରିବ ଜେରା ।

Show More

Related Articles

Back to top button