Breaking PLUSଓଡ଼ିଶାମୁଖ୍ୟ ଖବର

ଆଜିଠୁ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା

ଭୁବନେଶ୍ବର : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ)ପରିଚାଳିତ ଦଶମ ଏବଂ ଦ୍ବାଦଶ ଶ୍ରେଣୀ ବାର୍ଷିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ଇଂରାଜୀ ଭାଷା ପରୀକ୍ଷା ଦେବାକୁ ଥିବାବେଳେ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀ ଉଦ୍ୟୋଗୀ ବିଷୟରେ ପରୀକ୍ଷା ଦେଉଛନ୍ତି । ଛାତ୍ରଛାତ୍ରୀ ପୂର୍ବାହ୍ଣ ୧୦ଟାରେ ପରୀକ୍ଷା କକ୍ଷକୁ ପ୍ରବେଶ କରିଛନ୍ତି। ପୂର୍ବାହ୍ଣ ସାଢେ ୧୦ଟାରୁ ଅପରାହ୍ଣ ସାଢେ ୧ଟା ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହେବ। ଦଶମ ଶ୍ରେଣୀ ପରୀକ୍ଷା ଆଜିଠୁ ମାର୍ଚ୍ଚ ୧୮ପର୍ଯ୍ୟନ୍ତ ଚାଲିବ।

Show More

Related Articles

Back to top button