Breaking PLUSଓଡ଼ିଶାମୁଖ୍ୟ ଖବର
ଗୃହରେ କିଟ୍ ତାତି

ଭୁବନେଶ୍ୱର- ଗୃହରେ କିଟ୍ ପ୍ରସଙ୍ଗ ଉଠାଇଲେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ । ‘କିଟ୍ରେ ଯେଉଁ ଘଟଣା ଘଟିଛି ତାହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ’ । ‘କିଟ୍ ମାଲିକ କେଉଁ ଦଳର ଥିଲେ, କିଏ ତାଙ୍କୁ କୋଳରେ ବସାଇଥିଲେ’ ।’ପରୀ, ମମତା, ମାହାଙ୍ଗା ଘଟଣାରେ ବିଜେଡି ବିଧାୟକ ସାମିଲ ଥିଲେ’ ।’ସେତେବେଳେ ତତ୍କାଳୀନ ମୁଖ୍ୟମନ୍ତ୍ରୀ କିଛି କାର୍ଯ୍ୟାନୁଷ୍ଠାନ ନେଇ ନଥିଲେ’ । ଆଜି ଆଇନଶୃଙ୍ଖଳା ପାଠ ପଢ଼ାଉଛନ୍ତି, ଯାହା ହାସ୍ୟାସ୍ପଦ ବୋଲି ଟଙ୍କଧର ତ୍ରିପାଠୀ କହିଛନ୍ତି ।