Breaking PLUSଓଡ଼ିଶାମୁଖ୍ୟ ଖବର
କିଟ୍ ଘଟଣାରେ ନେପାଳ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- କିଟ୍ ଘଟଣାରେ ନେପାଳ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦାେଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ପ୍ରତିଶ୍ରୁତି ଦେଲେ । ରାଜ୍ୟ ସରକାର ଘଟଣା ଉପରେ ତୀକ୍ଷ୍ଣ ନଜର ରଖିଥିବା ଜଣାଇଲେ । ଏଥିସହ ନେପାଳ ଦୂତାବାସର ଦୁଇ ଅଧିକାରୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ।ଆଲୋଚନାରେ ମୁଖ୍ୟ ସଚିବ ଓ ମୁଖ୍ୟମନ୍ତ୍ରୀଙ୍କ ACS ଭାଗ ନେଇଥିଲେ ।