Breaking PLUSଓଡ଼ିଶାମୁଖ୍ୟ ଖବର

ମିନି ମାରାଥନରେ ଦୌଡିଲେ ମୁଖ୍ୟମନ୍ତ୍ରୀ

କରଞ୍ଜିଆ: ମିନି ମାରାଥନରେ ଦୌଡିଲେ ମୁଖ୍ୟମନ୍ତ୍ରୀ। ଶିମିଳିପାଳ ସୁରକ୍ଷା ବାର୍ତ୍ତା ନେଇ ଏକ ମିନି ମାରାଥନ୍ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଶିମିଳିପାଳର ସୁରକ୍ଷା ପାଇଁ ଚଳିତ ବଜେଟରେ ସ୍ଵତନ୍ତ୍ର ବ୍ୟବସ୍ଥା ହୋଇଛି। ୫୦ କୋଟିର ବ୍ୟବସ୍ଥା ହୋଇଛି। ତେବେ ଏହି ୧୦ କିଲୋମିଟର ମାରାଥନରେ ୯୦୦ ଛାତ୍ରଛାତ୍ରୀ ସାମିଲ ହୋଇଛନ୍ତି। ନିଜେ ମୁଖ୍ୟମନ୍ତ୍ରୀ ମଧ୍ୟ ଛାତ୍ରଛାତ୍ରୀଙ୍କ ସହ ଦୌଡରେ ସାମିଲ ହୋଇଛନ୍ତି।

Show More

Related Articles

Back to top button