Breaking PLUSଓଡ଼ିଶାମୁଖ୍ୟ ଖବର

ପ୍ରତି ଅଙ୍ଗନବାଡି କର୍ମୀଙ୍କୁ ୧୫ ଶହ ଓ ସହାୟକଙ୍କୁ ୫ ଶହ ଟଙ୍କା ମିଳିବ

ଭୁବନେଶ୍ୱର- ଅଙ୍ଗନବାଡି କର୍ମୀଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା  । ସୁଭଦ୍ରା ଯୋଜନା ଘରେ ଘରେ ପହଞ୍ଚାଇଥିବାରୁ ମିଳିବ ପ୍ରୋତ୍ସାହନ  । ପ୍ରତି ଅଙ୍ଗନବାଡି କର୍ମୀଙ୍କୁ ୧୫ ଶହ ଓ ସହାୟକଙ୍କୁ ୫ ଶହ ଟଙ୍କା ମିଳିବ । ସୁଭଦ୍ରା ଟଙ୍କା ରିଲିଜ୍‌ ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀଙ୍କ ସୂଚନା ।

Show More

Related Articles

Back to top button