Breaking PLUSଓଡ଼ିଶାମୁଖ୍ୟ ଖବର
ସହିଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: କେନ୍ଦୁଝର ମାଟିର ପୁଅ ସହିଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜକିଶୋରଙ୍କ ମରଶରୀର ଆଜି ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ତାଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ। କେନ୍ଦୁଝର ଜିଲ୍ଲା ସଦର ବ୍ଲକ୍ ନୂଆଗାଁ ଗାଁର ରାଜକିଶୋର ମୁଣ୍ଡା ବିହାର ରେଜିମେଣ୍ଟ ର ଷଷ୍ଠ ବାଟାଲିୟନରେ ହାବିଲଦାର ଭାବେ କାର୍ଯ୍ୟରତ ଥିଲେ ।