Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ସବୁଠୁ ଉତ୍ତପ୍ତ ଝାରସୁଗୁଡା

ପଶ୍ଚିମ ଓଡ଼ିଶାର ଝାରସୁଗୁଡା ସହରରେ ସୋମବାର ରାଜ୍ୟର ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି। ଏଠାରେ  ତାପମାତ୍ରା ୪୧ ଡିଗ୍ରି ସେଲସିୟସରେ ପହଞ୍ଚିଛି।ପଶ୍ଚିମ ଓଡ଼ିଶାର ଅନ୍ୟାନ୍ୟ ସହର ସମ୍ବଲପୁର, ରାଉରକେଲା ଏବଂ ହୀରାକୁଦ ଅଞ୍ଚଳରେ  ତାପମାତ୍ରା ୩୮ ଡିଗ୍ରି ସେଲସିୟସ୍ କିମ୍ବା ତା’ଠାରୁ ଅଧିକ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱର ଏବଂ କଟକରେ ସର୍ବାଧିକ ତାପମାତ୍ରା ୩୮ ଡିଗ୍ରି ସେଲସିୟସ୍ ରେକର୍ଡ କରାଯାଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Show More

Related Articles

Back to top button