Breaking PLUSଓଡ଼ିଶାମୁଖ୍ୟ ଖବର

ସଲମାନ୍ ଖାନଙ୍କ ଗାଡିକୁ ଉଡାଇଦେବାକୁ ଧମକ

ବଲିଉଡ଼ ଅଭିନେତା ସଲମାନ ଖାନଙ୍କୁ ପୁଣି ଥରେ ହତ୍ୟା ଧମକ ମିଳିଛି। ଏଥର ମୁମ୍ବଇର ୱର୍ଲିସ୍ଥିତ ପରିବହନ ବିଭାଗର ହ୍ୱାଟ୍ସଆପ୍ ନମ୍ବରକୁ ମେସେଜ୍ ଜରିଆରେ ହତ୍ୟା ଧମକ ଆସିଛି। ଧମକପୂର୍ଣ୍ଣ ମେସେଜରେ ଅଭିନେତାଙ୍କ ଘରେ ପଶି ତାଙ୍କୁ ହତ୍ୟା କରିବାକୁ ଧମକ ଦିଆଯାଇଛି। ଏଥିସହ ତାଙ୍କ କାରକୁ ବୋମାରେ ଉଡ଼ାଇ ଦେବାକୁ ମଧ୍ୟ ଧମକ ମିଳିଛି। ଏହି ଘଟଣା ପରେ ୱର୍ଲି ଥାନାରେ ଅଜଣା ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ଅଧିକାରୀମାନେ ଏବେ ଧମକର ଉତ୍ସ ଏବଂ ସତ୍ୟତା ଯାଞ୍ଚ କରୁଛନ୍ତି।

Show More

Related Articles

Back to top button