Breaking PLUSଦେଶମୁଖ୍ୟ ଖବର

ଦିଲ୍ଲୀ ମେୟର ନିର୍ବାଚନରୁ ଦୂରେଇ ରହିବ ଆପ୍

ଦିଲ୍ଲୀ ମେୟର ନିର୍ବାଚନରୁ ଦୂରେଇ ରହିବ ଆମ ଆଦମୀ ପାର୍ଟି(ଆପ୍‌)। ଦଳ ନିର୍ବାନରେ ଅଂଶଗ୍ରହଣ କରିବ ନାହିଁ ବୋଲି ସୋମବାର ଘୋଷଣା କରିଛି। ଆପ୍‌ର ଏହି ଘୋଷଣା ପରେ ଦିଲ୍ଲୀ ମହାନଗର ନିଗମ(ଏମସିଡି)ର ନିୟନ୍ତ୍ରଣ ବିଜେପି କବଜାକୁ ଯିବା ସ୍ପଷ୍ଟ ହୋଇଛି।

ଆପ୍‌ର ଦିଲ୍ଲୀ ମୁଖ୍ୟ ସୌରଭ ଭରଦ୍ଵାଜ କହିଛନ୍ତି, ମେୟର ନିର୍ବାଚନରେ ଦଳ କୌଣସି ପ୍ରାର୍ଥୀ ଦେବ ନାହିଁ ବୋଲି ନିଷ୍ପତ୍ତି ନେଇଛି। ବିଜେପି ନିଜ ମେୟର ଚୟନ କରିବା ଉଚିତ।

Show More

Related Articles

Back to top button