Breaking PLUSଓଡ଼ିଶାମୁଖ୍ୟ ଖବର

ଏସିସିବି ଯାଏ ଚାଲିବ ମେଟ୍ରୋ ରେଳ

ଭୁବନେଶ୍ଵରରୁ ଆରମ୍ଭ ହେଉଥିବା ମେଟ୍ରୋ​ ରେଳ ପ୍ରକଳ୍ପ କଟକ ବଡ଼ ଡାକ୍ତରଖାନା ପର୍ଯ୍ୟନ୍ତ ସମ୍ପ୍ରସାରିତ ହେବ। ପୂର୍ବରୁ ଏହି ପ୍ରକଳ୍ପ ଭୁବନେଶ୍ଵରର ବିମାନବନ୍ଦରରୁ କଟକର ତ୍ରିଶୂଳିଆ ପର୍ଯ୍ୟନ୍ତ ଲମ୍ବିବାର ଯୋଜନା ଥିଲା। କିନ୍ତୁ ଏଥିରେ ପରିବର୍ତ୍ତନ କରାଯାଇଛି। ତ୍ରିଶୂଳିଆ ପରିବର୍ତ୍ତେ ଏହି ରେଳ ପ୍ରକଳ୍ପ କଟକ ବଡ଼ ଡାକ୍ତରଖାନା ଏବଂ ବାଦାମବାଡ଼ି ବସଷ୍ଟାଣ୍ଡ ପର୍ଯ୍ୟନ୍ତ ସମ୍ପ୍ରସାରିତ ହେବ ବୋଲି ରାଜ୍ୟ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

Show More

Related Articles

Back to top button