Breaking PLUSଓଡ଼ିଶାମୁଖ୍ୟ ଖବର

ଦୀଘା ଦିଅଁ ନିର୍ମାଣ ବିବାଦ ପ୍ରସଙ୍ଗରେ ଶ୍ରୀମନ୍ଦିର ପ୍ରଶାସନର ତନାଘନା

ନବକଳେବର ଦାରୁରେ ଦୀଘା ଦିଅଁ ନିର୍ମାଣ ବିବାଦ ପ୍ରସଙ୍ଗରେ ଶ୍ରୀମନ୍ଦିର ପ୍ରଶାସନର ତନାଘନା। ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ବଳକା ଦାରୁ ବାବଦରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପଚରାଉଚରା । ଦଇତାପତି ନିଯୋଗ ସଭାପତି ଗଣେଶ ଦାସମହାପାତ୍ରଙ୍କୁ ମଧ୍ୟ ପଚରାଉଚରା କରାଯାଉଛି ।

Show More

Related Articles

Back to top button