Breaking PLUSଦେଶଦେଶ ବିଦେଶମୁଖ୍ୟ ଖବର

ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ‘X’ ଆକାଉଣ୍ଟ ବ୍ୟାନ୍‌

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ପୂର୍ବତନ ବୈଦେଶିକ ମନ୍ତ୍ରୀ ବିଲାୱଲ ଭୁଟ୍ଟୋଙ୍କ ‘ଏକ୍ସ’ ଆକାଉଣ୍ଟକୁ ଭାରତରେ ବ୍ଲକ୍ କରାଯାଇଛି। ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ପାକିସ୍ତାନର ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅତାଉଲ୍ଲାହ ତରାରଙ୍କ ‘ଏକ୍ସ’ ଆକାଉଣ୍ଟ ଉପରେ ମଧ୍ୟ ପ୍ରତିବନ୍ଧକ ଲଗାଯାଇଛି।

ପୂର୍ବରୁ ସେମାନେ ଦାବି କରିଥିଲେ ଯେ, ଇସଲାମାବାଦ ପାଖରେ ବିଶ୍ୱସ୍ତ ଗୁଇନ୍ଦା ସୂଚନା ଅଛି ଯେ ଏପ୍ରିଲ ୨୨ରେ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ନୂଆଦିଲ୍ଲୀ ୨୪ ରୁ ୩୬ ଘଣ୍ଟା ମଧ୍ୟରେ ପଡ଼ୋଶୀ ଦେଶ ଉପରେ ସାମରିକ ଆକ୍ରମଣ କରିପାରେ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button