Breaking PLUSଓଡ଼ିଶାଦେଶଦେଶ ବିଦେଶମୁଖ୍ୟ ଖବର

ସୀମାନ୍ତରେ ପୁଣି ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ

ଜମ୍ମୁ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରଠାରୁ ପାକିସ୍ତାନ ନିୟନ୍ତ୍ରଣ ରେଖା(ଏଲଓସି)ରେ ଲଗାତର ଅସ୍ତ୍ରବିରତି ଉଲ୍ଲଂଘନ କରି ଗୁଳିଚାଳନା କରିଆସୁଛି। ବିନା ପ୍ରରୋଚନାରେ ପାକିସ୍ତାନୀ ପୋଷ୍ଟରୁ ଏହି ଗୁଳିଚାଳନା ଗୋଟିଏ କିମ୍ବା ଦୁଇଟି ସେକ୍ଟର ମଧ୍ୟରେ ସୀମିତ ହୋଇ ରହିନାହିଁ। ବରଂ ଏକକାଳୀନ ଅନେକ ସେକ୍ଟରରେ ଗୁଳିଚାଳନା ହେଉଛି। ତେବେ ଭାରତୀୟ ଯବାନମାନେ ଗୁଳିମାଡ଼ର ମୁହଁତୋଡ଼ ଜବାବ ଦେଉଛନ୍ତି।

Show More

Related Articles

Back to top button