Breaking PLUSଓଡ଼ିଶାମୁଖ୍ୟ ଖବର
ବିଜେଡିର ବରିଷ୍ଠ ନେତାଙ୍କୁ ଦାୟିତ୍ବ ବଣ୍ଟନ

ବିଜେଡିର ବରିଷ୍ଠ ନେତାଙ୍କୁ ଦାୟିତ୍ବ ବଣ୍ଟନ କରାଯାଇଛି । ବିଭିନ୍ନ ଶାଖା/ସେଲ୍ ପାଇଁ ଦାୟିତ୍ବ ବଣ୍ଟ ନ । ଉପସଭାପତି ଓ ସାଧାରଣ ସମ୍ପାଦକ ରାଙ୍କ୍ ଥାଇ ଦାୟିତ୍ବ ପ୍ରଦାନ । ବିଜୁ କୃଷକ ସାମୁଖ୍ୟ ଦାୟିତ୍ବରେ ପ୍ରସନ୍ନ ଆଚାର୍ଯ୍ୟ । ବିଜେଡି ଆଞ୍ଚଳିକ ଉନ୍ନୟନ ସେଲ୍ ଦାୟିତ୍ବରେ ଅନଙ୍ଗ ଉଦୟ ସିଂଦେଓ । ବିଜେଡି କୋପରେଟିଭ୍ ସେଲ୍ ଦାୟିତ୍ବରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ । ବିଜେଡି ଶିକ୍ଷା ଓ ଶିକ୍ଷକ ସେଲ୍ ଦାୟିତ୍ବରେ ବଦ୍ରି ନାରାୟଣ ପାତ୍ର । ବିଜେଡି ମତ୍ସ୍ୟଜୀବୀ ସେଲ୍ ଦାୟିତ୍ବରେ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ । ଆଦିବାସୀ ସେଲ୍- ମଙ୍ଗଳା କିଷାନ, ବରିଷ୍ଠ ନାଗରିକ ସେଲ୍- ଦେବାଶିଷ ସାମନ୍ତରାୟ -ଓବିସି ସେଲ୍- ଅରୁଣ ସାହୁ, ଏସ୍ସି ସେଲ୍- ମହେଶ ସାହୁଙ୍କୁ ଦାୟିତ୍ୱ ଦିଆଯାଇଛି ।