Breaking PLUSଓଡ଼ିଶାଦେଶମୁଖ୍ୟ ଖବର

ମୁହଁ ଖୋଲିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ପ୍ରସଙ୍ଗ । ‘ଦୀଘା ଜଗନ୍ନାଥ ଧାମ’କୁ ନେଇ ବିବାଦ ତେଜିବା ପରେ ମୁହଁ ଖୋଲିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । କହିଲେ ଆମେ ପୁରୀ ଜଗନ୍ନାଥ ମନ୍ଦିର ଏବଂ ଜଗନ୍ନାଥ ଧାମକୁ ସମ୍ମାନ ଦେଉ । ଜଗନ୍ନାଥ ମନ୍ଦିର ସବୁଠି ହୋଇପାରିବ । ମାଆ କାଳୀଙ୍କ ମନ୍ଦିର ଦେଶର ସବୁଠି ଅଛି, ଶିବଙ୍କ ମନ୍ଦିର ବି ସବୁଠି ଅଛି । ସବୁ ମନ୍ଦିର ସବୁ ସ୍ଥାନରେ ହୋଇପାରିବ, ସବୁ ସ୍ଥାନରେ ଥାଏ ମଧ୍ୟ । ବିଜେପି ଯାହା କଲେ ଆମେ କିଛି ପ୍ରଶ୍ନ କରୁନୁ, ତାହାଲେ ତାଙ୍କର ଏତେ ରାଗ କଣ ପାଇଁ କହି ବିଜେପିକୁ ହାୱଡାରୁ ଟାର୍ଗେଟ୍ କରିଛନ୍ତି ମମତା ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button