Breaking PLUSଓଡ଼ିଶାମୁଖ୍ୟ ଖବର

ପୁରୀରେ ସୁରକ୍ଷା ସମୀକ୍ଷା କଲେ ଡିଜିପି

ପୁଲିସ ଡିଜି ୱାଇବି ଖୁରାନିଆ ଭାରତ ପାକିସ୍ତାନ ଉତ୍ତେଜନା ମଧ୍ୟରେ ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥା ନେଇ ସମୀକ୍ଷା କରିଛନ୍ତି । ଏହାସହିତ ଶୃଙ୍ଖଳିତ ରଥଯାତ୍ରା ଓ ସ୍ନାନଯାତ୍ରା ନେଇ ଶ୍ରୀମନ୍ଦିର ପ୍ରଶାସନ ସହିତ ଆଲୋଚନା କରୁଛନ୍ତି । ଶ୍ରୀମନ୍ଦିରର ଉଭୟ ଭିତର ଓ ବାହାର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ଡିଜିଙ୍କ ସହିତ ଏଡିଜି ଅମିତାଭ ଠାକୁର, ଏଡିଜି ଦୟାଲ ଗଙ୍ଗୱାର, ଆଇଜି ସିଆର୍‍ ପ୍ରବିଣ କୁମାର, ଆଇଜି ଅନୁପ ସାହୁ, ଡିଆଇଜି ପିନାକ ମିଶ୍ର, ଏସପି ବିନତ ଅଗ୍ରୱାଲ ପ୍ରମୁଖ ଶ୍ରୀମନ୍ଦିର ଭିତର ଓ ବାହାର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରୁଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button