Breaking PLUSଓଡ଼ିଶାଦେଶମୁଖ୍ୟ ଖବର

24 ଘଂଟାରେ ଆଣ୍ଡାମାନ ଛୁଇଁବ ମୌସୁମୀ !

କାଲି ଆଣ୍ଡାମାନ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ  । ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ  ।ଆଣ୍ଡାମାନ ସାଗର ଓ ଦକ୍ଷିଣ ବଙ୍ଗୋପସାଗରକୁ ଛୁଇଁବ ମୌସୁମୀ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟପଟେ ଗ୍ରୀଷ୍ମ ପ୍ରବାହ ଯୋଗୁ ଅସ୍ତବ୍ୟସ୍ତ ରାଜ୍ୟବାସୀ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button