Breaking PLUSଓଡ଼ିଶାମୁଖ୍ୟ ଖବର
ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଅପରାହ୍ଣ ୪ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ- CHSEର ଭୁବନେଶ୍ବର ସ୍ଥିତ କାର୍ଯ୍ୟାଳୟର ରେଜଲ୍ଟ ପ୍ରକାଶ ପାଇବ। ଏକାସଙ୍ଗେ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ବାହାରିବ।