Breaking PLUSଓଡ଼ିଶାମୁଖ୍ୟ ଖବର
27ରେ ବଙ୍ଗୋପସାଗରରେ ଲଘୁଚାପ

ଭୁବନେଶ୍ୱର- ମେ ’ ୨୭ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ପରବର୍ତ୍ତୀ ୨ ଦିନରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି ।
ଆସନ୍ତା ୩ରୁ ୪ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ସ୍ପଷ୍ଟ କରିଛି।