Breaking PLUSଓଡ଼ିଶାମୁଖ୍ୟ ଖବର
ପରେଷ୍ଟ ଗାର୍ଡଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, 30ଲକ୍ଷ ସହାୟତା ଘୋଷଣା

ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ ଘଟଣା। ଫରେଷ୍ଟ ଗାର୍ଡ ପ୍ରହଲ୍ଲାଦ ପ୍ରଧାନଙ୍କ ପ୍ରାଣହାନୀ ସମ୍ପର୍କରେ ଜାଣି ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏବଂ ମୃତକଙ୍କ ପରିବାରକୁ ୩୦ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏଥିସହ ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିବାକୁ ପିସିସିଏଫଙ୍କୁ ନିର୍ଦେଶ ଦେଇଛନ୍ତି।