Breaking PLUSଓଡ଼ିଶାମୁଖ୍ୟ ଖବର

କାଲି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର- ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ ବୈଠକ । ଅନେକ ଗୁଡ଼ିଏ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ କ୍ୟାବିନେଟର ମୋହର । ଢାଞ୍ଚା ଗତ ନିୟମ ପରିବର୍ତ୍ତନ ଅନୁଯାୟୀ ବସିବ ଏହି ବୈଠକ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button