Breaking PLUSଓଡ଼ିଶାମୁଖ୍ୟ ଖବର

ପୋଲସରାକୁ ମିଳିବ ମ୍ୟୁନିସିପାଲିଟି ମାନ୍ୟତା

ଗଞ୍ଜାମ ଜିଲ୍ଲା ପୋଲସରାକୁ ମିଳିବ ମ୍ୟୁନିସିପାଲିଟି ମାନ୍ୟତା । ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ଗଞ୍ଜାମ ଜିଲ୍ଲା ନଗର ଉନ୍ନୟନ ସଂସ୍ଥା ପକ୍ଷରୁ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଏନେଇ ଚିଠି ଲେଖାଯାଇଛି । ନିର୍ଦ୍ଧାରିତ ଫର୍ମରେ ତଥ୍ୟ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି । ଦୀର୍ଘ ଦିନ ହେବ ପୋଲସରାକୁ ମ୍ୟୁନିସିପାଲିଟି ମାନ୍ୟତା ପ୍ରଦାନ ପାଇଁ ଦାବି ହୋଇ ଆସୁଥିଲା । ଏବେ ପ୍ରକ୍ରିୟା ଆରମ୍ଭ ହୋଇଥିବାରୁ ପୋଲସରାବାସୀଙ୍କ ମହଲରେ ଖୁସିର ଲହରି ଦେଖିବାକୁ ମିଳିଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button