Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଗତ ୨୪ଘଣ୍ଟା ମଧ୍ୟରେ ୧୧,୪୨୭ ଟି ନୂଆ କରୋନା ରୋଗୀ ଚିହ୍ନଟ

ଦେଶରେ ଗତ ୨୪ଘଣ୍ଟା ମଧ୍ୟରେ ୧୧,୪୨୭ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୧୮ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୭,୫୭,୬୧୦ ପହଂଚିଛି ।

ଦେଶରେ ଗତ ୨୪ଘଣ୍ଟା ମଧ୍ୟରେ ୧୧,୪୨୭ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୧୮ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୭,୫୭,୬୧୦ ପହଂଚିଛି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୬୮,୨୩୫ ଥିବା ବେଳେ ବର୍ତମାନ ସୁଦ୍ଧା ୧,୫୪,୩୯୨ ଜଣ ମୃତ୍ୟୁ ବରଣ କରିଛନ୍ତି ।

Show More

Related Articles

Back to top button