ଅପରାଧମୁଖ୍ୟ ଖବରସ୍ୱତନ୍ତ୍ର

ବୁର୍ଲା ଭିସୁଟରେ ଜଣେ ଛାତ୍ରଙ୍କୁ ରାଗିଂ ଅଭିଯୋଗ

ବୁର୍ଲା ଭିସୁଟରେ ଜଣେ ଛାତ୍ରଙ୍କୁ ରାଗିଂ ଅଭିଯୋଗ । ଜଣେ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ଚତୁର୍ଥ ବର୍ଷର କିଛି ଛାତ୍ର ରାଗିଂ କରିଥିବା ସୂଚନା ମିଳିଛି । ରାଗିଂର ଶିକାର ହୋଇଥିବା ଛାତ୍ର ଜଣକ ଏନେଇ ଥାନାରେ ଅଭିଯୋଗ କରିଛନ୍ତି । ଉକ୍ତ ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।

ମିଳିଥିବା ସୂଚନା ଅନୁସାରେ, ଛାତ୍ର ଜଣକ ନିଜ ହଷ୍ଟେଲ ରୁମରେ ଶୋଇଥିବାବେଳେ କିଛି ଚତୁର୍ଥ ବର୍ଷ ବା ଶେଷ ବର୍ଷର ଛାତ୍ର ହଷ୍ଟେଲ ରୁମରେ ପଶି ଆସି ରାଗିଂ କରିବା ସହ ପ୍ରବଳ ମାଡ ମାରିଥିଲେ ।

Show More

Related Articles

Back to top button