Breaking PLUSଦେଶମୁଖ୍ୟ ଖବର

ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,11 ଏପ୍ରିଲ- ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହକ । ଜମ୍ମୁକାଶ୍ମୀରର ପୁଲଓ୍ବାମାରେ ଏନକାଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ପୁଲଓ୍ବାମାର ଅର୍ଶିପୋରା ଅଞ୍ଚଳରେ ୨ରୁ ୩ଜଣ ଆତଙ୍କବାଦୀ ଲୁଚି ରହିଥିବାର ଖବର ପାଇବା ପରେ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନକୁ ଜୋରଦାର କରିଥିଲେ। ଏତିକିବେଳେ ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବାବେଳେ ଅନ୍ୟ ଜଣଙ୍କୁ ସୁରକ୍ଷାକର୍ମୀମାନେ କାବୁ କରିନେଇଛନ୍ତି । ଏବେବି ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button