ଦୁର୍ଘଟଣାଦେଶ ବିଦେଶମୁଖ୍ୟ ଖବର

ଜଙ୍ଗଲକୁ ଛତୁ ତୋଳିବାକୁ ଯାଇ ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ମୟୂରଭଞ୍ଜ: ଜଙ୍ଗଲକୁ ଛତୁ ତୋଳିବାକୁ ଯାଇ ଭାଲୁ ଆକ୍ରମଣର ଶୀକାର ହୋଇ ଯୁବକ ଗୁରୁତର । ମୟୂରଭଞ୍ଜ ଉଦଳା ରେଞ୍ଜ ଗୋଠପୁରା ଗାଁର ବଲାଏ ହାଁସଦା ସକାଳେ ଛତୁ ତୋଳିବାକୁ ଜଙ୍ଗଲକୁ ଯାଇଥିବା ବେଳେ ୨ଟି ଭାଲୁ ତାଙ୍କୁ ଆକ୍ରମଣ କରିଥିଲେ ।

ବଲାଏଙ୍କ ପେଟ, ଜଙ୍ଘ ଓ ବେକରେ ଗଭୀର ଆଘାତ ଲାଗିଥିବା ବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଉଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବାରିପଦାକୁ ସ୍ଥାନାନ୍ତରିତ କରାଯାଇଛି ।

Show More

Related Articles

Back to top button