Breaking PLUSଓଡ଼ିଶା

RSPରେ ଦୁର୍ଘଟଣା

ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ପାୱାର ପ୍ଲାଣ୍ଟରେ ଦୁର୍ଘଟଣା । ଦୁର୍ଘଟଣା ଫଳରେ ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଠିକା ଶ୍ରମିକ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଆଇଜିଏଚରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ପାୱାର ପ୍ଲାଣ୍ଟରେ ଦୁର୍ଘଟଣା । କାମ କରିବା ବେଳେ ଲୁହା ପ୍ଲେଟ୍ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଆଇଜିଏଚରେ ଭର୍ତ୍ତି କରାଯାଇଛି ।

Show More

Related Articles

Back to top button