Breaking PLUSଓଡ଼ିଶାମନୋରଞ୍ଜନମୁଖ୍ୟ ଖବର

ବରିଷ୍ଠ ଅଭିନେତା ଅଜିତ ଦାସଙ୍କ ପରଲୋକ

ବରିଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଅଜିତ୍‌ ଦାସଙ୍କ ପରଲୋକ ଘଟିଛି।

ଭୁବନେଶ୍ବର: ବରିଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଅଜିତ୍‌ ଦାସଙ୍କ ପରଲୋକ ଘଟିଛି। କିଛି ଦିନ ତଳେ ଅଭିନେତା ଅଜିତ୍‌ ଦାସଙ୍କ କରୋନାରେ ରିପୋର୍ଟ ପଜେଟିଭ ଆସିଥିଲା । ଏନେଇ ତାଙ୍କୁ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧିନ ଅବସ୍ଥାରେ ଆଜି ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା।

Show More

Related Articles

Back to top button