Breaking PLUSଦେଶ ବିଦେଶମନୋରଞ୍ଜନମୁଖ୍ୟ ଖବର

ଟେଲିଭିଜନ ଅଭିନେତ୍ରୀ ଦିବ୍ୟା ଭଟନାଗରଙ୍କ ପରଲୋକ

ଟେଲିଭିଜନ ଅଭିନେତ୍ରୀ ଦିବ୍ୟା ଭଟନାଗରଙ୍କ ପରଲୋକ ହୋଇଯାଇଛି। କୋଭିଡି-୧୯ରେ ଆକ୍ରାନ୍ତ ହୋଇ ମୁମ୍ବାଇର ସେଭେନ୍ ହିଲ୍ସ ହସ୍‌ପିଟାଲ୍‌ରେ ଚିକିତ୍ସାଧୀନ ଥିବା ଦିବ୍ୟାଙ୍କର ଆଜି ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୩୪ ବର୍ଷ ହୋଇଥିଲା।

ଟେଲିଭିଜନ ଅଭିନେତ୍ରୀ ଦିବ୍ୟା ଭଟନାଗରଙ୍କ ପରଲୋକ ହୋଇଯାଇଛି। କୋଭିଡି-୧୯ରେ ଆକ୍ରାନ୍ତ ହୋଇ ମୁମ୍ବାଇର ସେଭେନ୍ ହିଲ୍ସ ହସ୍‌ପିଟାଲ୍‌ରେ ଚିକିତ୍ସାଧୀନ ଥିବା ଦିବ୍ୟାଙ୍କର ଆଜି ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୩୪ ବର୍ଷ ହୋଇଥିଲା।

କୋଭିଡ୍‌ରେ ଆକ୍ରାନ୍ତ ହୋଇ ଗୁରୁତର ହୋଇଯିବା ପରେ ଦିବ୍ୟାଙ୍କୁ ମୁମ୍ବାଇର ଏକ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ତାଙ୍କର ଅମ୍ଳଜାନ ସ୍ତର ୭୧କୁ ଖସି ଆସିଥିଲା। ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ଏହା ସହିତ ସେ ନିମୋନିଆରେ ମଧ୍ୟ ଆକ୍ରାନ୍ତ ହୋଇଥିଲେ।

Show More

Related Articles

Back to top button