Breaking PLUSଓଡ଼ିଶାମୁଖ୍ୟ ଖବର

ବିଜେଡିରେ ଯୋଗଦେଲେ ଅଧିରାଜ ପାଣିଗ୍ରାହୀ

ଭୁବନେଶ୍ୱର, ୨୦ ମାର୍ଚ୍ଚ – ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ ଆଜି ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି । ସେ ଶଂଖ ଭବନରେ ପହଂଚି ଆଜି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି । ଗତକାଲି ଅଧିରାଜ ପାଣିଗ୍ରାହୀ କଂଗ୍ରେସର ସମସ୍ତ ଦାୟିତ୍ୱ ଓ ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ । ଏ ନେଇ ସେ ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ ପଟ୍ଟନାୟକଙ୍କୁ ପତ୍ର ଲେଖିଥିଲେ ।

Show More

Related Articles

Back to top button