Breaking PLUSଖେଳଦେଶ ବିଦେଶମୁଖ୍ୟ ଖବର

ବଡଭାଇ ୟୁସୁଫଙ୍କ ପରେ ସାନଭାଇ ଇରଫାନ ବି କୋଭିଡ୍ ପଜିଟିଭ୍

ବଡ଼ ଭାଇ ୟୁସୁଫ ପଠାଣଙ୍କ ପରେ ଏବେ ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଇରଫାନ୍ ପଠାଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କରୋନା ସଂକ୍ରମିତ ହୋଇଥିବା ନେଇ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ଇରଫାନ୍ ପଠାଣ

ବଡ଼ ଭାଇ ୟୁସୁଫ ପଠାଣଙ୍କ ପରେ ଏବେ ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଇରଫାନ୍ ପଠାଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କରୋନା ସଂକ୍ରମିତ ହୋଇଥିବା ନେଇ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ଇରଫାନ୍ ପଠାଣ । ତାଙ୍କ ଠାରେ କରୋନାର କୌଣସି ଲକ୍ଷଣ ନାହିଁ । କିନ୍ତୁ ଟେଷ୍ଟରେ ପଜିଟିଭ୍ ଆସିଛି । ସେ ଘରେ ହୋମ୍ ଆଇସୋଲେସନରେ ଅଛନ୍ତି । ତାଙ୍କ ସହ ସମ୍ପର୍କରେ ଆସିଥିବା ଲୋକଙ୍କୁ କୋଭିଡ୍ ଟେଷ୍ଟ କରାଇବା ଲାଗି ସେ ଅନୁରୋଧ କରିଛନ୍ତି । ସମସ୍ତେ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ରକ୍ଷା କରିବା ଲାଗି ସେ ନିବେଦନ କରିଛନ୍ତି ।

Show More

Related Articles

Back to top button