Breaking PLUSଓଡ଼ିଶାମୁଖ୍ୟ ଖବର

ଚତୁର୍ଥ ପର୍ଯ୍ୟାୟ ପରେ, ଏବେ ପଞ୍ଚମ ପର୍ଯ୍ୟାୟ ମତଦାନ

 ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ପ୍ରଚାର । ଗୁରୁବାର ପଞ୍ଚମ ପର୍ଯ୍ୟାୟ ପଞ୍ଚାୟତ ଭୋଟ୍‌ । ୨୪ ତାରିଖରେ ଭୋଟ ଗ୍ରହଣ ହେବାକୁ ଥିବାବେଳେ ଆଜି ସନ୍ଧ୍ୟା ଠାରୁ ପ୍ରଚାର ବନ୍ଦ ରହିବ। ଜିଲ୍ଲା ପରିଷଦ, ସରପଞ୍ଚ, ସମିତି ସଭ୍ୟ ଓ ୱାର୍ଡମେମ୍ବର ପ୍ରାର୍ଥୀମାନେ ଡାକବାଜି ଯନ୍ତ୍ର ଦ୍ୱାରା ଗାଁରେ ପ୍ରଚାର କରିପାରିବେ ନାହିଁ। ସନ୍ଧ୍ୟା ୭ଟା ସୁଦ୍ଧା ପ୍ରତି ରାଜନୈତିକ ଦଳର ନେତା ଏବଂ ପ୍ରଚାର କାର୍ଯ୍ୟରେ ନିୟୋଜିତ କର୍ମୀ ମାନଙ୍କୁ ନିର୍ବାଚନ ମଣ୍ଡଳୀ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । ପଞ୍ଚମ ପର୍ଯ୍ୟାୟରେ ୪୮ ବ୍ଲକର ୧୩୧ ଟି ଜିଲ୍ଲା ପରିଷଦ ଜୋନ୍‌ ଲାଗି ଭୋଟ ନିଆଯିବ । ୯୭୫ ଗ୍ରାମପଞ୍ଚାୟତ, ୧୩ ହଜାର ୫୧୪ ଓ୍ଵାର୍ଡ ମେମ୍ବର ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ । ପଞ୍ଚମ ପର୍ଯ୍ୟାୟରେ ୪୧ ଲକ୍ଷ ୮୮ ହଜାର ୩୮୨ ଭୋଟର ନିଜ ମତ ସାବ୍ୟସ୍ତ କରିବେ। ସେଥିପାଇଁ ରାଜ୍ୟ ନିର୍ବାଚନ ଆୟୋଗ ଓ ଜିଲ୍ଲା ସ୍ତରରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପାଇଁ ପୋଲିସ କର୍ମଚାରୀ ନିୟୋଜିତ ହୋଇଛନ୍ତି । ନିର୍ବାଚନ ପରେ

Show More

Related Articles

Back to top button