ଓଡ଼ିଶାବ୍ୟକ୍ତିତ୍ୱସ୍ୱତନ୍ତ୍ର

ଆଜି ଦିନ ୧ଟାରୁ ବନ୍ଦ୍ ରହିବ ଭୂବନେଶ୍ୱରର ସମସ୍ତ ଶିକ୍ଷାନୁଷ୍ଠାନ

ଦୁଇଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  । ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ଭିଡ଼କୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ ଦିନ ୧ଟାରୁ ବନ୍ଦ୍ ରହିବ ସମସ୍ତ ଶିକ୍ଷାନୁଷ୍ଠାନ । ଏନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି ।

ବନ୍ଦ୍ ରହିବ ସମସ୍ତ ସରକାରୀ ଦପ୍ତର ଓ ସରକାରୀ ତଥା ବେସରକାରୀ ଶିିକ୍ଷାନୁଷ୍ଠାନ ।ରାଷ୍ଟ୍ରପତିଙ୍କ ସମ୍ମାନ ଉଦ୍ଦେଶ୍ୟରେ ତଥା ତାଙ୍କ ଗସ୍ତର ସଫଳତାକୁ ଦୃଷ୍ଟିରେ ରଖି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏହି ଛୁଟି ଘୋଷଣା କରାଯାଇଛି ।

Show More

Related Articles

Back to top button