Breaking PLUSଓଡ଼ିଶାମୁଖ୍ୟ ଖବର

ଜାନୁଆରୀ ୩ରୁ ଖୋଲିବ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ

ଜାନୁଆରୀ ୩ ତାରିଖରୁ ଖୋଲିବ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ । କୋଭିଡ କଟକଣା ମଧ୍ୟରେ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି ।

ଜାନୁଆରୀ ୩ ତାରିଖରୁ ଖୋଲିବ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ । କୋଭିଡ କଟକଣା ମଧ୍ୟରେ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । କରୋନା ପାଇଁ ଦୀର୍ଘ ନଅ ମାସ ହେବ ସମସ୍ତ ଧର୍ମାନୁଷ୍ଠାନରେ ସାଧାରଣ ଦର୍ଶନ ବନ୍ଦ ଥିଲା । ଏବେ ସ୍ଥିତି ସ୍ଵାଭାବିକ ହେବା ପରେ ଧୀରେ ଧୀରେ ସମସ୍ତ ଧର୍ମାନୁଷ୍ଠାନ ଖୋଲାଯାଉଛି । ଦର୍ଶନ ସମୟରେ 6 ଫୁଟର ସାମାଜିକ ଦୂରତା ରହିବ । ଏନେଇ ଖୋର୍ଦ୍ଧା ଜିଲ୍ଲାପାଳ ନିର୍ଦ୍ଦେଶ ଜାରି କରିଛନ୍ତି ।

Show More

Related Articles

Back to top button