Breaking PLUSଓଡ଼ିଶାମୁଖ୍ୟ ଖବର

ବଢୁଛି କରୋନା, ଭୁବନେଶ୍ୱରରେ ସମସ୍ତ ଧାର୍ମିକ ଅନୁଷ୍ଠାନ ବନ୍ଦ

ଖୋର୍ଦ୍ଧା ଜିଲ୍ଲାରେ ବଢୁଛି ସଂକ୍ରମଣ । ବିଶେଷ କରି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଅଧିକ ଲୋକ ସଂକ୍ରମିତ ହେଉଛନ୍ତି । ସେକେଣ୍ଡ ଓ୍ୱେଭକୁ ଦୃଷ୍ଟିରେ ରଖି ବଡ଼ ନିଷ୍ପତ୍ତି ନେଇଛି ବିଏମସି । ପୁଣି ବନ୍ଦ ହେବ ସମସ୍ତ ଧାର୍ମିକ ଅନୁଷ୍ଠାନ । ଭକ୍ତଙ୍କ ପ୍ରବେଶ ଉପରେ ରୋକ ଲଗାଇଲା ବିଏମସି ।

ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଏମସି ନିଷ୍ପତ୍ତି ନେଇଛି । ଆସନ୍ତାକାଲିଠାରୁ ଲାଗୁ ହେବ ନିୟମ । ଧାର୍ମିକ ଅନୁଷ୍ଠାନରେ କେବଳ ଦୈନନ୍ଦିନ ନୀତିକାନ୍ତି ଓ ପୂଜାର୍ଚ୍ଚନା ହେବ । ବିଭିନ୍ନ ଧର୍ମର ଧର୍ମଗୁରୁ, କର୍ମକର୍ତ୍ତାଙ୍କ ସହ ଭର୍ଚୁଆଲରେ ଆଲୋଚନା ପରେ ନିଷ୍ପତ୍ତି ହୋଇଛି । ଏନେଇ ଖୁବଶୀଘ୍ର ବିଏମସି ପକ୍ଷରୁ ଗାଇଡଲାଇନ୍ ଜାରି ହେବ ।

Show More

Related Articles

Back to top button