Breaking PLUSଓଡ଼ିଶାମୁଖ୍ୟ ଖବର

ଚଳିତମାସରେ ରାଜ୍ୟରେ ଖୋଲିବ ସ୍କୁଲ, ସୂଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

ରାଜ୍ୟରେ ଚଳିତମାସରେ ଖୋଲିବ ସମସ୍ତ ସ୍କୁଲ ଏନେଇ ସୁଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ | ସେ କହିଛନ୍ତି, ନବମରୁ ଦ୍ୱାଦଶ ଯାଏ ସଂପୂର୍ଣ୍ଣ କ୍ଲାସ ହେବ।

ରାଜ୍ୟରେ ଚଳିତମାସରେ ଖୋଲିବ ସମସ୍ତ ସ୍କୁଲ ଏନେଇ ସୁଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ | ସେ କହିଛନ୍ତି, ନବମରୁ ଦ୍ୱାଦଶ ଯାଏ ସଂପୂର୍ଣ୍ଣ କ୍ଲାସ ହେବ। ପିଲାଙ୍କୁ ଛାଡ଼ିବାକୁ ଅଭିଭାବକ ରାଜି ନହେଲେ ଅନଲାଇନ ବ୍ୟବସ୍ଥା ମଧ୍ୟ ହେବ। ସ୍କୁଲ ଖୋଲିବା ନେଇ ପ୍ରସ୍ତୁତି ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ ଆହୁରି କହିଛନ୍ତି, ଜିଲ୍ଲାପାଳ ଓ ଡିଇଓମାନଙ୍କ ସହ ଆଲୋଚନା କରାଯିବ। କରୋନା ପାଇଁ ୩୦% ସିଲାବସ୍ ହ୍ରାସ ହୋଇଛି। ଆଉ କମିବନି। ବାକି ୭୦% ସିଲାବସ୍ ପାଇଁ ନୂଆ କ୍ୟାଲେଣ୍ଡର ପ୍ରସ୍ତୁତ ହେବ।

Show More

Related Articles

Back to top button