Breaking PLUSଦେଶମୁଖ୍ୟ ଖବରରାଜନୀତି

ଗାନ୍ଧିନଗର ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ଅମିତ ଶାହ

ଗାନ୍ଧିନଗର- ପ୍ରାର୍ଥୀପତ୍ର ଦାଖଲ କଲେ ଅମିତ ଶାହ । କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ପାଇଁ ଅମିତ ଶାହା ଗାନ୍ଧିନଗର କଲେକ୍ଟରଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏହି ସମୟରେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ମଧ୍ୟ ଉପସ୍ଥିତ ଥିଲେ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button