Breaking PLUSଓଡ଼ିଶାମୁଖ୍ୟ ଖବର

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଶାହ

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ପ୍ରଦାନ କରିଛନ୍ତି। ମନମୋହନ ସାମଲ କହିଛନ୍ତି ଗୃହମନ୍ତ୍ରୀ ଡ‌େିସମ୍ବର ୨୮, ୨୯ ଏବଂ ୩୦ ମଧ୍ୟରେ ଦୁଇ ଦିନିଆ ଗସ୍ତରେ ଆସିବେ। ଭୁବନେଶ୍ବରରେ ବିଧାୟକଙ୍କ ଟ୍ରେନିଂ କାର୍ଯ୍ୟକ୍ରମରେ ଯୋଗଦେବେ। ଏହା ସହିତ ସମ୍ବଲପୁର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଥିବା ମନମୋହନ ସାମଲ ସୂଚନା ପ୍ରଦାନ କରିଛନ୍ତି।

Show More

Related Articles

Back to top button