Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ରାଉରକେଲାରେ ଅମିତ ଶାହଙ୍କ ପ୍ରଚାର

ଓଡ଼ିଶାରେ ଚାଷୀଙ୍କ ଆୟ ଦେଶରେ ସର୍ବନିମ୍ନ ରହିଛି- ଶାହ

ରାଉରକେଲା- ରାଉରକେଲାରେ ପହଞ୍ଚି ବିଜେଡିକୁ ଆକ୍ରମଣାତ୍ମକ ଢଙ୍ଗରେ ଟାର୍ଗେଟ କରିଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହା। ସିଧାସଳଖ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି ଶାହା କହିଛନ୍ତି, ଓଡ଼ିଶାରେ ଚାଷୀଙ୍କ ଆୟ ଦେଶରେ ସର୍ବନିମ୍ନ ରହିଛି।

ଭାଜପା ସରକାର ଆସିଲେ ଆୟୁଷ୍ମାନ ଭାରତ ଲାଗୁ ହେବ। ମୋଦିଜୀ ପ୍ରତି ବ୍ୟକ୍ତିଙ୍କୁ ୫ କେଜି ଚାଉଳ ଦେଉଛନ୍ତି। ନବୀନ ବାବୁ ଉକ୍ତ ଚାଉଳକୁ ନିଜ ବ୍ୟାଗରେ ଭର୍ତ୍ତି କରି ଦେଉଛନ୍ତି। ଲୋକ ବ୍ୟାଗ ଖାଇବେନି, ଦମ୍‌ ଅଛି ତ ଆଉ ୨ କେଜି ଚାଉଳ ଦିଅ।

Show More

Related Articles

Back to top button