Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ବିଧାନସଭା ଅଧିବେଶନ ପୂର୍ବରୁ, ଆସନ୍ତା ୨୫ ତାରିଖରେ ବସିବ ସର୍ବଦଳୀୟ ବୈଠକ

ଆସନ୍ତା ୨୫ ତାରିଖରେ ବସିବ ସର୍ବଦଳୀୟ ବୈଠକ । ବିଧାନସଭା ଅଧିବେଶନ ପୂର୍ବରୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବିଧାନସଭା ବୈଠକ ।

ଆସନ୍ତା ୨୫ ତାରିଖରେ ବସିବ ସର୍ବଦଳୀୟ ବୈଠକ । ବିଧାନସଭା ଅଧିବେଶନ ପୂର୍ବରୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବିଧାନସଭା ବୈଠକ । ଆସନ୍ତା ୨୯ ତାରିଖରେ ବିଧାନସଭାର ମୌସୁମୀ ଅଧିବେଶନ ବସିବ। ବିଧାନସଭା ସୁରୁଖୁରୁରେ ଚାଲିବା ନେଇ ସର୍ବଦଳୀୟ ବୈଠକରେ ଆଲୋଚନା ହେବ।

ଏହାସହ ସମସ୍ତ ବିଧାୟକ, ମନ୍ତ୍ରୀ, ବିଧାନସଭା କର୍ମଚାରୀଙ୍କର କରୋନା ଟେଷ୍ଟ କିଭଳି ହେବ । ବିଧାୟକଙ୍କ ପାଇଁ ସାମାଜିକ ଦୂରତା ରକ୍ଷା କରି ସିଟିଂ ଆୟୋଜନ କରାଯାଇଛି । ପାର୍ଲିଆମେଣ୍ଟ ଭଳି ଏଠାରେ ମଧ୍ୟ ବିଧାୟକଙ୍କ ଆଗରେ ଗ୍ଲାସ ବ୍ୟବହାର କରାଯିବା ନେଇ ସୂଚନା ମିଳିଛି ।

Show More

Related Articles

Back to top button