ଦେଶପାଣିପାଗ

ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା,୨୪ ଘଣ୍ଟାରେ ନେବ ଅବପାତ ରୂପ

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ପ୍ରଭାବରେ ଦାନା ବାନ୍ଧୁଛି ବାତ୍ୟା । ୨୪ ଘଣ୍ଟାରେ ମଧ୍ୟରେ ନେବ ଅବପାତ ରୂପ । ଏହା ପରେ ବାତ୍ୟାର ରୂପ ନେବ । ତେବେ ଏହି ଲଘୁଚାପ ବର୍ତ୍ତମାନ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି ।

ଡିସେମ୍ବର ୮ରେ ବାତ୍ୟା ସ୍ଥଳଭାଗ ଛୁଇଁବ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ରୂପନେବା ସମ୍ଭାବନା ରହିଛି । ସେହିପରି ତାମିଲନାଡୁ, ପୁଡୁଚେରୀ ଦକ୍ଷିଣ ଆନ୍ଧ୍ର ଉପକୂଳରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ। ଓଡ଼ଶାରେ ଏହାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ  । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Show More

Related Articles

Back to top button