Breaking PLUSଓଡ଼ିଶାମୁଖ୍ୟ ଖବର
ପୁଣି ରିମାଣ୍ଡରେ ଆସିବେ ହାଇପ୍ରୋଫାଇଲ୍ ଠକ ହଂସିତା-ଅନୀଲ

ଭୁବନେଶ୍ୱର- ପୁଣି ରିମାଣ୍ଡରେ ଆସିବେ ହାଇପ୍ରୋଫାଇଲ୍ ଠକ ହଂସିତା-ଅନୀଲ । ଉଭୟଙ୍କୁ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଛି ପୋଲିସ । ଯୁବତୀ ଚାଲାଣ ପ୍ରସଙ୍ଗରେ ଅଧିକ ଖୋଳତାଡ଼ ପାଇଁ ଆଣିବ ପୋଲିସ । କମିଶନରେଟ ପୋଲିସର ସ୍ପେଶାଲ କ୍ରାଇମ୍ ୟୁନିଟ୍ କରିବ ଜେରା ।