Breaking PLUSଓଡ଼ିଶାମୁଖ୍ୟ ଖବର

ଗ୍ରୀଷ୍ମ ପ୍ରବାହ ପାଇଁ 3ଦିନ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର- ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ୩ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି। ଏପ୍ରିଲ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟଳୟଗୁଡିକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button