Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ବିଜେପି ପକ୍ଷରୁ 8 ବିଧାନସଭା ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର- ବିଜେପି ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବିନ୍ଦ୍ର ଅଣ୍ଡିଆ , ବାସୁଦେବପୁରରୁ ବାଣୀକଲ୍ୟାଣ ମହାନ୍ତି, ହିନ୍ଦୋଳରୁ ସୀମାରାଣୀ ନାୟକ, ସାଲେପୁରରୁ ଅରିନ୍ଦମ ରାୟ, କେନ୍ଦ୍ରାପଡ଼ାରୁ ଗୀତାଞ୍ଜଳି ସେଠୀ, ଖୋର୍ଦ୍ଧାରୁ ପ୍ରଶାନ୍ତ କୁମାର ଜଗଦ୍ଦେବଙ୍କୁ ଟିକେଟ ମିଳିଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button