Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

6 ବିଧାନସଭା ଆସନ ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର- ଆଜି ଆଉ ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। ବାରବାଟୀ କଟକରୁ ପୂର୍ଣ୍ଣଚନ୍ଦ୍ର ମହାପାତ୍ର
ବେଗୁନିଆରୁ ପ୍ରକାଶ ରଣବିଜୁଳି, ଘସିପୁରାରୁ ଶମ୍ଭୁନାଥ ରାଉତ ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ,
ବରୀରୁ ଉମେଶ ଜେନାଙ୍କୁ ପ୍ରାର୍ଥୀ ଘୋଷଣା କରିଛି ବିଜେପି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button