Breaking PLUSଦୁର୍ଘଟଣାମୁଖ୍ୟ ଖବର

ନନ୍ଦନକାନନରେ ପୁଣି ଏକ ଭାଲୁର ମୃତ୍ୟୁ

ଭୁବନେଶ୍ୱର: ନନ୍ଦନକାନନରୁ ପୁଣି ଏକ ଦୁଃଖଦ ଖବର । ଜୀବନ ହାରିଲା ଭାଲୁ । ଗତ ୪ ତାରିଖରେ କୋରାପୁଟ ରେଞ୍ଜରୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇ ନନ୍ଦନକାନନ ଅଣା ଯାଇଥିଲା । ଏଠାରେ ଚିକିତ୍ସାଧୀନ ଅବସ୍ଥାରେ ଭାଲୁଟିର ମୃତ୍ୟୁ ଘଟିଛି । ଭାଲୁର ମୃତ୍ୟୁ ପରେ ନନ୍ଦନକାନନରେ ଦେଶୀ ଭାଲୁଙ୍କ ସଂଖ୍ୟା ୧୪କୁ ହ୍ରାସ ପାଇଛି ।ସୂଚନାଯୋଗ୍ୟ, ଗତ ୨୮ ତାରିଖରେ ସାପ କାମୁଡାରେ ନ୍ଦନକାନନରେ ଆଫ୍ରିକୀୟ ସିଂହୀ ଗଙ୍ଗାର ମୃତ୍ୟୁ ଘଟିଥିଲା ।

 

Show More

Related Articles

Back to top button