Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ଜଣେ କୋଭିଡ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, 27 ଡିସେମ୍ବର – ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜିର ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସକ୍ରିୟ ମାମଲା ୫ ରେ ପହଁଚିଛି।

ରାଜ୍ୟରେ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ୫ ରେ ପହଁଚିବା ପରେ ସ୍ୱାସ୍ଥ୍ୟ ବିଭାଗର ଚିନ୍ତା ବଢିଛି । ସ୍ୱାସ୍ଥ୍ୟ ବିଭାଗ କରୋନାକୁ ନେଇ ସତର୍କ ରହିବା ଲାଗି ଲୋକଙ୍କୁ ଅପିଲ କରିଛି । ଥଣ୍ଡା ଜ୍ଵର ହେଲେ ତୁରନ୍ତ ଟେଷ୍ଟ କରାଇବାକୁ ସ୍ୱାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି । ଜନ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି ଯେ ସ୍ୱାସ୍ଥ୍ୟ ବିଭାଗ ସ୍ଥିତି ଉପରେ ତିକ୍ଷ୍ଣ ନଜର ରଖିଛି । କରୋନକୁ ନେଇ ଲୋକେ ସତର୍କ ରୁହନ୍ତୁ ବୋଲି ସେ କହିଛନ୍ତି ।

Show More

Related Articles

Back to top button